Luke 21:32 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏହି ସବୁ ରେ ଲୋକେ ବଞ୍ଚିଥିବା ସମୟ ଭିତ ରେ ଏସବୁ ଘଟଣା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମନେରଖ, ବର୍ତ୍ତମାନ ଜୀବିତ ଥିବା ସମସ୍ତ ଲୋକଙ୍କର ମୃତ୍ୟୁ ପୂର୍ବର ଏସବୁ ବିଷୟ ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಯಾದ್ ಥವ್ನ್ ಘೆವಾ, ಅತ್ತಾ ಜಿವನ್ ಕರುನ್ಗೆತ್ ಹೊತ್ತ್ಯಾ ಲೊಕಾನಿತ್ಲಿ ಉಲ್ಲಿ ಲೊಕಾ ಝಿತ್ತಿ ರ್‍ಹಾತಾನಾಚ್ ಹೆ ಸಗ್ಳೆ ಘಡ್ತಾ.