Luke 21:33 — Compare Translations
7 translations compared side by side
Odia - 1840
"ପୃଥିବୀ ଓ ଆକାଶ ଲୋପ ହାଇଯୋଇପା ରେ। କିନ୍ତୁ ମାରେବାକ୍ଯ କଦାପି ଲୋପ ହବେନାହିଁ। ମାରେ ବାକ୍ଯ ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆକାଶ ଓ ପୃଥିବୀର ବିଲୋପ ଘଟିବ, କିନ୍ତୁ ମୋର ଉଚ୍ଚାରିତ ବାକ୍ୟ ଲୋପ ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଓ ଆକାଶ ଲୋପ ହୋଇ ଯାଇପାରେ। କିନ୍ତୁ ମୋର ବାକ୍ୟ କଦାପି ଲୋପ ହେବ ନାହିଁ। ମୋର ବାକ୍ୟ ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಳಬ್ ಅನಿ ಹ್ಯೊ ಜಗ್ ಸರುನ್ ಜಾಯ್ಲ್, ಖರೆ ಮಿಯಾ ಸಾಂಗಟಲ್ಲಿ ಗೊಸ್ಟಿಯಾ ಕನ್ನಾಚ್ ಉಸಿ ಹೊಯ್ನ್ಯಾತ್”.