Luke 21:34 — Compare Translations
7 translations compared side by side
Odia - 1840
"ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ, ପୁଣି ଜୀବିକା ସମ୍ଵନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହିଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ସତର୍କ ଥାଅ। ଅତି ମାତ୍ରାରେ ଆନନ୍ଦ ଉତ୍ସବ ଓ ମଦ୍ୟ ପାନରେ ନିମଜ୍ଜିତ ହୁଅ ନାହିଁ, କିଅବା ଜୀବନରେ ନାନା ଚିନ୍ତାରେ ଭାରଗ୍ରସ୍ତ ହୁଅ ନାହିଁ, କାରଣ ସେହି ଅନ୍ତିମ ଦିନଟି
Odia Bible ERV 2004 (ପବିତ୍ର ବାଇବଲ)
ସବୁବେଳେ ପ୍ରସ୍ତୁତ ଥାଅ “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಉಶಾರ್ಕಿ ರ್ಹಾವಾ! ಸನಾ ಕರ್ತಲ್ಯಾತ್, ಅನಿ ನಿಶೆತ್, ಅನಿ ಹ್ಯಾ ಬಾಳ್ವಿಚ್ಯಾ ಯವ್ಜನ್ಯಾತ್ನಿಚ್ ರ್ಹಾವ್ನಕಾಶಿ, ತೊ ದಿಸ್ ಎಗ್ದಮ್ ಅಚಾನಕ್ ತುಮ್ಚೆ ವರ್ತಿ ಯೆಯ್ಲ್.