Luke 21:35 — Compare Translations
7 translations compared side by side
Odia - 1840
"ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳିଆସିୟିବା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହା ଫାନ୍ଦ ସ୍ଵରୂପେ ସମଗ୍ର ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଆସିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ଅପ୍ରତ୍ୟାଶିତ ଭାବରେ ଆସିବ - ଏହି ବିଚାର ଦିନ ପୃଥିବୀବାସୀ ସମସ୍ତଙ୍କୁ ଫାନ୍ଦ ପରି ଆସି ଧରିବ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸೊ ಪಡಲ್ಲ್ಯಾ ಸರ್ಕೊ ತೊ ದಿಸಾ ಹ್ಯಾ ಜಗಾತ್ ಹೊತ್ತ್ಯಾ ಸಗ್ಳ್ಯಾಂಚ್ಯಾ ವರ್ತಿ ಯೆತಾ.