Luke 21:36 — Compare Translations

7 translations compared side by side

Odia - 1840
"ତେଣୁ ସଦା ବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସଗେୁଡିକ ମଧ୍ଯଦଇେ ନିରାପଦ ରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭମାନେେ ଆତ୍ମାବିଶ୍ବାସର ସହିତ ମନୁଷ୍ଯପୁତ୍ରଙ୍କ ଆଗ ରେ ଠିଆ ହାଇେ ପାରିବା ପାଇଁ ପ୍ରାର୍ଥନା କରା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯେପରି ଏହିସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ଛାମୁରେ ଉଭା ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗିରୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜାଗ୍ରତ ଥାଅ ଓ ସେସବୁ ମଧ୍ୟ ଦେଇ ନିର୍ବିଘ୍ନରେ ଗତି କରିବା ପାଇଁ ଶକ୍ତି ପାଇବା ନିମନ୍ତେ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବା ନିମନ୍ତେ ତୁମ୍ଭେମାନେ ସର୍ବଦା ପ୍ରାର୍ଥନା କର।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಶಾರ್ ರ್‍ಹಾವಾ, ಅನಿ, ಹೆ ಸಗ್ಳೆ ಘಡ್ತಾನಾ ತುಮ್ಕಾ ಹ್ಯಾತುರ್‍ನಾ ಹುರ್ವುನ್ ಘೆವ್‍ಸಾಟ್ನಿ, ಅನಿ ಮಾನ್ಸಾಚ್ಯಾ ಲೆಕಾಚ್ಯಾ ಇದ್ರಾಕ್ ಧೈರ್ಯಾನ್ ಇಬೆ ರಾವಸಾಟಿ ಮಾಗ್ನಿ ಕರುನ್ಗೆಗೆತ್ ರ್‍ಹಾವಾ”, ಮಟ್ಲ್ಯಾನ್.