Luke 21:37 — Compare Translations

7 translations compared side by side

Odia - 1840
"ସହେି ଦିନଗୁଡିକରେ ଯୀଶୁ ଲୋକମାନଙ୍କୁ ମନ୍ଦିର ରେ ଉପଦେଶ ଦେଉଥିଲେ। ରାତ୍ରିକାଳ ରେ ସେ ନଗର ବାହାରକୁ ଚାଲି ଯାଉଥିଲେ ଓ ସାରା ରାତି ଜୀତ ପର୍ବତ ଉପରେ କଟାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି ପ୍ରତି ରାତ୍ର ବାହାରିଯାଇ ଜୀତ ପର୍ବତରେ ରହୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଇ ଦିନ ଅତିବାହିତ କରୁଥିଲେ ଓ ସନ୍ଧ୍ୟା ସମୟରେ ବାହାରି ଯାଇ ଜୀତ ପର୍ବତ ଉପରେ ରାତ୍ରି କ୍ଷେପଣ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନଗୁଡ଼ିକରେ ଯୀଶୁ ଲୋକମାନଙ୍କୁ ମନ୍ଦିରରେ ଉପଦେଶ ଦେଉଥିଲେ। ରାତ୍ରିକାଳରେ ସେ ନଗର ବାହାରକୁ ଗ୍ଭଲି ଯାଉଥିଲେ ଓ ସାରା ରାତି ଜୀତପର୍ବତ ଉପରେ କଟାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତିରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾತ್ನಿ ಜೆಜು ದಿಸ್‍ಬರ್ ದೆವಾಚ್ಯಾ ಗುಡಿತ್ ಲೊಕಾಕ್ನಿ ಶಿಕ್ವುನ್ಗೆತುಚ್ ರ್‍ಹಾಲೊ, ಅನಿ ಸಾಂಜ್ ಹೊಲ್ಲ್ಯಾ ತನ್ನಾ, ತೊ ಭಾಯ್ರ್ ಒಲಿವ್ ಮಡ್ಡಿ ವರ್‍ತಿ ಗೆಲೊ, ಅನಿ ಪುರಾ ರಾತ್ ತೊ ಥೈಚ್ ರ್‍ಹಾಲೊ.