Luke 21:38 — Compare Translations
7 translations compared side by side
Odia - 1840
"ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତ ଲୋକ ମନ୍ଦିରରେ ତାହାଙ୍କର ଶିକ୍ଷା ଶୁଣିବା ନିମନ୍ତେ ପ୍ରଭାତରେ ତାହାଙ୍କ ନିକଟକୁ ଆସୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତିଦିନ ପ୍ରଭାତରେ ଲୋକମାନେ ତାଙ୍କର ଶିକ୍ଷା ଶୁଣିବା ପାଇଁ ମନ୍ଦିରକୁ ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡ଼ୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸದ್ದಿ ಸಕ್ಕಾಳಿ ಫಿಡೆ ಲೊಕಾ ಜೆಜುನ್ ಸಾಂಗಟಲ್ಲೆ ಆಯ್ಕುಕ್ ಮನುನ್ ದೆವಾಚ್ಯಾ ಗುಡಿಕ್ ಜಾಯ್ತ್.