Luke 21:6 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ କହିଲେ, ଏବେ ତୁମ୍ଭମାନେେ ଏଠା ରେ ଯାହା ସବୁ ଦେଖୁଛ, ସମୟ ଆସିବ, ଯେତବେେଳେ ଏସବୁ ଧ୍ବଂସ ହାଇଯେିବ। ଏହି ଭବନଗୁଡିକର ପ୍ରେତ୍ୟକକ ପଥର ଭୂମିସାତ୍ ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେ ଏସବୁ ଦେଖୁଛ, କିନ୍ତୁ ସମୟ ଆସିବ, ଯେତେବେଳେ ଏଠାରେ ଥିବା ଗୋଟିଏ ପଥର ନିଜ ସ୍ଥାନରେ ରହିବ ନାହିଁ; ପ୍ରତ୍ୟେକଟି ତଳକୁ ଖସି ପଡ଼ିବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಎಳ್ ಯೆತಾ, ಅನಿ ಹೆ ತುಮಿ ಬಗುಲ್ಯಾಸಿ ತೆ ಎಕ್ ಸೈತ್ ಗುಂಡೊ ಥೈ ನಸ್ತಾನಾ, ಸಗ್ಳೆ ಕೊಸ್ಳುನ್ ಘಾಲುನ್ ಹೊತಾ, ಮಟ್ಲ್ಯಾನ್.