Luke 21:7 — Compare Translations

7 translations compared side by side

Odia - 1840
"କେତକେ ଶିଷ୍ଯ ଯୀଶୁଙ୍କୁ ପଚାରିଲେ, ଗୁରୁ! ଏସବୁ ଘଟଣା କବେେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ବାରା ଜଣା ପଡିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପଚାରିଲେ, “ଗୁରୁ, ଏହା କେବେ ଘଟିବ? ଆଉ ଏସବୁ ଘଟିବାର ଲକ୍ଷଣ କ’ଣ ହେବ?”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ “ಗುರುಜಿ, ಹೆ ಕನ್ನಾ ಘಡ್ತಾ, ಅನಿ ಹೆ ಸಗ್ಳೆ ಹೊನಾರ್ ಹಾಯ್,ಮನುನ್ ದಾಕ್ವುಕ್ ಹೆಚ್ಯಾ ಅದ್ದಿ ಕಾಯ್- ಕಾಯ್ ಹೊತಾ?” ಮನುನ್ ಇಚಾರ್‍ಲ್ಯಾನಿ.