Luke 21:8 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକେ ମୋʼ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ସତର୍କ ଥାଅ; ପ୍ରତାରିତ ହୁଅ ନାହିଁ। ଅନେକ ଲୋକ ମୋ’ ନାମରେ ଆସି କହିବେ, ‘ମୁଁ ସେହି! ଓ ସମୟ ଉପସ୍ଥିତ!’ କିନ୍ତୁ ସେମାନଙ୍କର ଅନୁଗମନ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ “ಉಶಾರ್ಕಿನ್ ರ್ಹಾವಾ; ಮೊಸಾತ್ ಪಡ್ಸಿಲಾ, ಲೈ ಘೊಮನ್ಸಾ ಮಾಜ್ಯಾ ವಿಶಯಾತ್, ಬೊಲುಕ್ ಮನುನ್ ಯೆತ್ಯಾತ್, ಅನಿ ತೆನಿ ಮಿಯಾ ತೊ! ಅನಿ ಎಳ್ ಯೆವ್ನ್ ಪಾವ್ಲೊ ಅತ್ತಾ” ಮನುನ್ ಸಾಂಗ್ತ್ಯಾತ್, ಖರೆ, ತುಮಿ ತೆಂಚ್ಯಾ ಫಾಟ್ನಾ ಜಾವ್ನಕಾಶಿ.