Luke 21:9 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯେତବେେଳେ ୟୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କବେେ ଡରିୟିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ଏହିସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ତତ୍କ୍ଷଣାତ୍ ଯୁଗା; ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁଦ୍ଧ ଓ ବିପ୍ଲବର କଥା ଶୁଣିଲେ ଭୟ କର ନାହିଁ। ସେସବୁ ଅବଶ୍ୟ ଘଟିବ, କିନ୍ତୁ ଏହାର ଅର୍ଥ ନୁହେଁ ଯେ ଶେଷ ସମୟ ସନ୍ନିକଟ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କେବେ ଡରିଯିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಗ್ಡ್ಯಾಂಚ್ಯಾ ವಿಶಯಾತ್, ಹರ್ತಾಳಾಂಚ್ಯಾ ವಿಶಯಾತ್ ಆಯ್ಕುನ್ “ತುಮಿ ಭಿಂವ್ನಕಾಸಿ, ಹೆ ಸಗ್ಳೆ ಘಡುಕುಚ್ ಪಾಜೆ ತಸೆಮನುನ್ ಸರ್ತೊ ಕಾಲ್ ಜಗ್ಗೊಳ್ ಯೆಲಾ ಮನುಕ್ ಹೊಯ್ನಾ”, ಮನುನ್ ಸಾಂಗಟ್ಲ್ಯಾನ್.