Luke 22:1 — Compare Translations
7 translations compared side by side
Odia - 1840
"ଖମୀରଶୂନ୍ଯ ରୋଟୀ ପର୍ବ, ଯାହାକୁ ନିସ୍ତାର ପର୍ବ ମଧ୍ଯ କୁହାୟାଏ, ତାହାର ସମୟ ନିକଟ ହାଇେ ଆସୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୋଟୀର ପର୍ବ ନିକଟ ହୋଇ ଆସୁଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିସ୍ତାର ପର୍ବ ବା ଖମୀର ଶୂନ୍ୟ ରୋଟୀ ପର୍ବର ସମୟ ସନ୍ନିକଟ ହୋଇ ଆସିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନେ ଯୀଶୁଙ୍କୁ ମାରିଦେବାକୁ ଗ୍ଭହିଁଲେ ଖମୀରଶୂନ୍ୟ ରୋଟୀ ପର୍ବ, ଯାହାକୁ ନିସ୍ତାରପର୍ବ ମଧ୍ୟ କୁହାଯାଏ, ତାହାର ସମୟ ନିକଟ ହୋଇ ଆସୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।
Odia IRV 2017 (ଓଡିଆ ବାଇବେଲ)
ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸ್ಕ್, ಮನುನ್ ಮನ್ತಲ್ಯಾ ಪಿಟ್ಟ್ ಫುಗ್ವಿನಸ್ತಾನಾ ಕರ್ತಲ್ಯಾ ಭಾಕ್ರಿಚ್ಯಾ ಸನಾಚಿ ದಿಸಾ ಜಗ್ಗೊಳ್ ಯೆಲ್ಲಿ