Luke 22:12 — Compare Translations
7 translations compared side by side
Odia - 1840
"ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ ବଖରା ଦଖାଇେ ଦବେେ। ଏ ବଖରାଟି ରେ ତୁମ୍ଭମାନେେ ନିସ୍ତାର ପର୍ବର ଖାଦ୍ୟ ପ୍ରସ୍ତୁତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ପ୍ରସ୍ତୁତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତୁମକୁ ଉପର ମହଲାରେ ସଜ୍ଜିତ ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବ। ସେଠାରେ ତୁମେ ସମସ୍ତ ବିଷୟ ପ୍ରସ୍ତୁତ ଥିବା ଦେଖିବ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ଼ ବଖରା ଦେଖାଇ ଦେବେ। ଏ ବଖରାଟିରେ ତୁମ୍ଭେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತುಮ್ಕಾ ಮ್ಹಾಳ್ಗಿ ವರ್ತಿ ಎಕ್ ಸಗ್ಳೆ ತಯಾರ್ ಕರುನ್ ಥವಲ್ಲೆ ಖೊಲಿ ದಾಕ್ವುತಾ, ಥೈ ಸಗ್ಳೆ ತಯಾರ್ ಕರುನ್ ಥವಲ್ಲೆ ರ್ಹಾತಾ.