Luke 22:14 — Compare Translations

7 translations compared side by side

Odia - 1840
"ସମାନେେ ନିସ୍ତାର ପର୍ବର ଖାଦ୍ୟ ଖାଇବାର ସମୟ ହେଲା। ଯୀଶୁ ଓ ପ୍ ରରେିତମାନେ ଖାଇ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ସେ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ନିର୍ଦ୍ଦିଷ୍ଟ ସମୟ ଆସିଲା, ଯୀଶୁ ତାଙ୍କର ପ୍ରେରିତ ଶିଷ୍ୟମାନଙ୍କ ସହିତ ମେଜ ନିକଟରେ ତାଙ୍କ ଆସନ ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ରାତ୍ର ଭୋଜନ ସେମାନେ ନିସ୍ତାରପର୍ବର ଖାଦ୍ୟ ଖାଇବାର ସମୟ ହେଲା। ଯୀଶୁ ଓ ପ୍ରେରିତମାନେ ଖାଇ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಳ್ ಹೊಲ್ಲ್ಯಾ ತನ್ನಾ, ಜೆಜು ಅಪೊಸ್ತಲಾಂಚ್ಯಾ ವಾಂಗ್ಡಾ ಜೆವ್ನಾಕ್ ಬಸ್ಲೊ,