Luke 22:17 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଗୋଟିଏ ପାତ୍ର ରେ ଅଙ୍ଗୁର ରସ ନେଲେ। ଏଥିପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ କହିଲେ ଏହି ପାତ୍ର ନିଅ, ଏଥି ରେ ଥିବା ଅଙ୍ଗୁର ରସ ସମସ୍ତଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ପାନପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ କହିଲେ, “ଏହାକୁ ନେଇ ନିଜ ନିଜ ମଧ୍ୟରେ ବଣ୍ଟନ କର।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଗୋଟିଏ ପାତ୍ରରେ ଅଙ୍ଗୁରରସ ନେଲେ। ଏଥିପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ କହିଲେ “ଏହି ପାତ୍ର ନିଅ, ଏଥିରେ ଥିବା ଅଙ୍ଗୁରରସ ସମସ୍ତଙ୍କୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ಎಕ್ ವಾಯ್ನಾನ್ ಭರಲ್ಲೆ ಆಯ್ದಾನ್ ಘೆಟ್ಲ್ಯಾನ್, ಅನಿ ದೆವಾಕ್ ಧನ್ಯವಾದ್ ದಿಲ್ಯಾನ್, ಅನಿ “ಹೆ ಘೆವಾ, ಅನಿ ತುಮ್ಚ್ಯಾ ಮದ್ದಿ ವಾಟುನ್ ಘೆವ್ನ್ ಫಿವಾ.