Luke 22:18 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ବରଙ୍କ ରାଜ୍ଯ ନ ଆସିବା ପର୍ୟ୍ଯନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଉ ଏ ଦ୍ରାକ୍ଷାରସ ପାନ କରିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಾ ಅತ್ತಾಚ್ಯಾನ್, ದೆವಾಚೆ ರಾಜ್ ಯೆಯ್ ಪತರ್ ಮಿಯಾ ಅನಿ ಹಿ ವಾಯ್ನ್ ಫಿ ನಾ”, ಮಟ್ಲ್ಯಾನ್.