Luke 22:19 — Compare Translations

7 translations compared side by side

Odia - 1840
"ତାପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ ରରେିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, ଏହି ରୋଟୀ ମାରେଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମାେତେ ମନେ ରଖିବା ପାଇଁ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରୋଟୀ ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଖଣ୍ଡେ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ: “ଏହା ମୋର ଶରୀର, ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ହୋଇଛି। ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ରେରିତମାନଙ୍କୁ ଦେଲେ। ତା’ପରେ ଯୀଶୁ କହିଲେ, “ଏହି ରୋଟୀ ମୋର ଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମୋତେ ମନେ ରଖିବା ପାଇଁ ଏହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಭಾಕ್ರಿ ಘೆಟ್ಲ್ಯಾನ್ ದೆವಾಕ್ ಧನ್ಯವಾದ್ ದಿಲ್ಯಾನ್, ಅನಿ ಮೊಡುನ್ ತೆಂಕಾ ದಿವ್ನ್ “ಹೆ ಮಾಜೆ ಮಾಸ್, ಮಿಯಾ ತುಮ್ಕಾ ದಿವ್ಲಾ, ಹೆ ಮಾಜ್ಯಾ ಯಾದಿಸಾಟ್ನಿ ಮನುನ್ ಕರಾ. ಮನುನ್ ಸಾಂಗಟ್ಲ್ಯಾನ್.