Luke 22:2 — Compare Translations

7 translations compared side by side

Odia - 1840
"ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନ ରେ ମାରିଦବୋ ପାଇଁ ଉପାୟ ଖାଜେୁଥିଲେ। କିନ୍ତୁ ସମାନେେ ଲୋକମାନଙ୍କୁ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ତାହାଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଗୁପ୍ତରେ ଯୀଶୁଙ୍କୁ ବଧ କରିବାର ଉପାୟ ଖୋଜୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ଉପାୟ ଖୋଜୁଥିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖ್ಯ ಯಾಜಕಾ, ಅನಿ ಖಾಯ್ದೆ ಶಿಕ್ವುತಲಿ ಲೊಕಾ, ಲೊಕಾಕ್ನಿ ಭಿಂಯಾಲಿ; ಅನಿ ಜೆಜುಕ್ ಕಶೆ ಕರುನ್ ಜಿವಾನಿ ಮಾರ್‍ತಲೆ ಮನುನ್ ಘುಟಾನ್ ಎಕ್ ವಾಟ್ ಹುಡ್ಕುನ್ ಕಾಡುನ್ ಬಗುಲಾಗಲ್ಲ್ಯಾನಿ.