Luke 22:20 — Compare Translations
7 translations compared side by side
Odia - 1840
"ସହେିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମାରେରକ୍ତ ରେ ଏହି ଚୁକ୍ତି ଆରମ୍ଭ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ଭୋଜନ ପରେ ସେ ସେମାନଙ୍କୁ ପାନପାତ୍ର ଦେଇ କହିଲେ: “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ମୋର ରକ୍ତରେ ମୁଦ୍ରାଙ୍କିତ ଈଶ୍ୱରଙ୍କର ନୂତନ ନିୟମ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
Odia IRV 2017 (ଓଡିଆ ବାଇବେଲ)
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಜೆವಾನ್ ಕರುಕ್ ಹೊಲ್ಲ್ಯಾ ಮಾನಾ, ತೆನಿ ಎಕ್ ಖೊಲ್ಲೆ ಆಯ್ದಾನ್ ಘೆಟ್ಲ್ಯಾನ್, ಅನಿ ಹೆ ದೆವಾಚ್ಯಾ ನ್ಹವ್ಯಾ ಕರಾರಾಚೆ ಮಾಜೆ ರಗಾತ್, ತುಮ್ಚೆಸಾಟ್ನಿ ವೊತಲ್ಲೆ” ಮಟ್ಲ್ಯಾನ್.