Luke 22:23 — Compare Translations

7 translations compared side by side

Odia - 1840
"ତା'ପରେ ପ୍ ରରେିତମାନେ ପରସ୍ପର ପଚରା ଉଚରା ହେଲେ, ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଛି, ଏ ବିଷୟରେ ସେମାନେ ପରସ୍ପରକୁ ପଚାରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପ୍ରେରିତମାନେ ପରସ୍ପର ପଚରା ଉଚରା ହେଲେ, “ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಅಪ್ನಾ-ಅಪ್ನಾ ಮದ್ದಿ ಅಮ್ಚ್ಯಾತ್ಲೊ ಕೊನ್-ಅಪ್ಪಾ ತೊ, ಅಶೆ ಕರ್‍ತಲೊ ಮನುನ್ ಇಚಾರುನ್ ಘೆಟ್ಲ್ಯಾನಿ.