Luke 22:24 — Compare Translations

7 translations compared side by side

Odia - 1840
"ସମାନଙ୍କେ ମଧିଅରେ ସବୁଠାରୁ କିଏ ଶ୍ ରେଷ୍ଠ ପ୍ ରରେିତମାନେ ସହେି ବିଷୟ ରେ ପରସ୍ପର ମଧିଅରେ ବାଦାନୁବାଦ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବୋଲି ଶିଷ୍ୟମାନଙ୍କ ମଧ୍ୟରେ ବିତର୍କ ଆରମ୍ଭ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସେବକ ଭଳି ହୁଅ ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ଶ୍ରେଷ୍ଠ ପ୍ରେରିତମାନେ ସେହି ବିଷୟରେ ପରସ୍ପର ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾಂಚ್ಯಾ ಮದ್ದಿ ಅಮ್ಚ್ಯಾ- ಮದ್ಲೊ ಕೊನ್ ಮೊಟೊ ಮನುನ್ ವಾದಿಕ್- ವಾದ್ ಉಟ್ಲಿ