Luke 22:25 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଏହି ସଂସାରର ଦେଶଗୁଡିକର ରାଜାମାନେ ସମାନଙ୍କେ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସମାନେେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ଯାତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ବିଜାତିମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ସେମାନେ ଦେଶବନ୍ଧୁ ବୋଲି ଖ୍ୟାତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ରାଜାମାନଙ୍କ ଉପରେ ଆଧିପତ୍ୟ କରନ୍ତି ଓ କ୍ଷମତା ବଳରେ ସେମାନେ ‘ଦେଶ ହିତୈଷୀ’ ଆଖ୍ୟା ପାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଏହି ସଂସାରର ଦେଶଗୁଡ଼ିକର ରାଜାମାନେ ସେମାନଙ୍କ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସେମାନେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ୟାତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ଅଣଯିହୁଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ସେମାନେ ଲୋକ-ସେବକ ବୋଲି ଖ୍ୟାତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି, ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಜುದೆವ್ ನ್ಹಯ್ ಹೊತ್ತೆ ರಾಜಾ ತೆಂಚ್ಯಾ ಲೊಕಾಂಚ್ಯಾ ವರ್‍ತಿ ಅಪ್ನಾಚೊ ಅದಿಕಾರ್ ಚಾಲ್ವುತ್ಯಾತ್, ಅನಿ ಅದಿಕಾರಿ ಅಪ್ನಿ ಲೊಕಾಂಚೆ ದೊಸ್ತಾ ಮನುನ್ ಘೆತ್ಯಾತ್.