Luke 22:3 — Compare Translations

7 translations compared side by side

Odia - 1840
"ଯୀଶୁଙ୍କର ବାରଜଣ ପ୍ ରରେିତଙ୍କ ମଧିଅରେ ଜଣକର ନାମ ଥିଲା ଈଷ୍କରିଯୋଥ ୟିହୂଦା। ଶୟତାନ ୟିହୂଦାଙ୍କ ଶରୀର ମଧିଅରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦ୍ଵାଦଶଙ୍କ ସଂଖ୍ୟା ମଧ୍ୟରେ ଅନ୍ତର୍ଗତ ଇଷ୍କାରିୟୋତ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଇତିମଧ୍ୟରେ ଯିହୂଦା ମନରେ ଶୟତାନ ପ୍ରବେଶ କଲା। ଯିହୂଦାର ଅନ୍ୟ ନାମ ଥିଲା ଇଷ୍କାରିୟୋଥ ଓ ସେ ବାର ଶିଷ୍ୟଙ୍କ ମଧ୍ୟରୁ ଜଣେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିରୁଦ୍ଧରେ ଯିହୂଦାଙ୍କ ଯୋଜନା ଯୀଶୁଙ୍କର ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣକର ନାମ ଥିଲା ଇଷ୍କାରିୟୋତ ଯିହୂଦା। ଶୟତାନ ଯିହୂଦାଙ୍କ ଶରୀର ମଧ୍ୟରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸೈತಾನ್ ಜೆಜುಚ್ಯಾ ಬಾರಾ ಜಾನಾ ಶಿಸಾನಿತ್ಲ್ಯಾ ಜುದಾಸ್ ಇಸ್ಕರಿಯೊತಾಚ್ಯಾ ಭುತ್ತುರ್ ಗುಸ್ಲೊ.