Luke 22:30 — Compare Translations

7 translations compared side by side

Odia - 1840
"ମାେ ରାଜ୍ଯ ରେ ମାେ ସହିତ ଟବେୁଲ ଉପରେ ତୁମ୍ଭମାନେେ ଖିଆପିଆ କରିବ। ତୁମ୍ଭମାନେେ ସିଂହାସନଗୁଡିକ ଉପରେ ବସି ଇଶ୍ରାୟେଲର ବାରଟି ଯାକ ଗୋଷ୍ଠୀର ବିଚାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋʼ ମେଜରେ ଭୋଜନପାନ କରିବ, ପୁଣି ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ରାଜ୍ୟରେ ତୁମ୍ଭେମାନେ ମୋର ମେଜରେ ଭୋଜନ ପାନ କରିବ ଓ ତୁମ୍ଭେମାନେ ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ଶାସନ କରିବା ପାଇଁ ସିଂହାସନରେ ବସିବ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಜ್ಯಾ ರಾಜಾತ್ ಮಾಜ್ಯಾ ವಾಂಗ್ಡಾ ಜೆವ್ನಾಚ್ಯಾ ಮೆಜಾರ್ ಬಸ್ತ್ಯಾಶಿ, ಅನಿ ಇಸ್ರಾಯೆಲಾಚ್ಯಾ ಬಾರಾ ಘರಾನ್ಯಾಂಚ್ಯಾ ವರ್‍ತಿ ರಾಜಾಚ್ಯಾ ಕುರ್ಚಿರ್ ಬಸುನ್ ತುಮಿ ರಾಜ್ ಚಾಲ್ವುತ್ಯಾಶಿ”, ಮನುನ್ ಸಾಂಗ್ಲ್ಯಾನ್.