Luke 22:31 — Compare Translations

7 translations compared side by side

Odia - 1840
"କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
“ଶିମୋନ, ଶିମୋନ, ଶୁଣ - ଗହମକୁ ଚାଲୁଣିରେ ଚଳାଇବା ପରି ଶୟତାନ ତୁମ୍ଭମାନଙ୍କୁ ବିଚଳିତ କରିବା ପାଇଁ ଅନୁମତି ପାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବିଶ୍ୱାସ ହରାଅ ନାହିଁ “କୃଷକ ତା’ର ଗହମକୁ ଗ୍ଭଲୁଣୀରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମୋନ! ହେ ଶିମୋନ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
Odia IRV 2017 (ଓଡିଆ ବାଇବେଲ)
ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸಿಮಾವ್, ಸಿಮಾವ್! ಆಯ್ಕ್! ಎಕ್ ಶೆತ್ಕಾರ್‍ಯಾನ್ ಘವಾತ್ನಾ ಜೊಳ್ಳ್ ಎಗಳ್ಯಾ ಸರ್ಕೆ, ಬರೆ ಹೊತ್ತೆ ಬುರ್‍ಸ್ಯಾತ್ನಾ ಎಗ್ಳುಕ್, ತುಮ್ಚಿ ಸಗ್ಳ್ಯಾಂಚಿ ಪರಿಕ್ಷಾ ಕರುಕ್ ಮನುನ್ ಸೈತಾನಾನ್ ಪರವಾನ್ಗಿ ಘೆಟ್ಲ್ಯಾನಾಯ್,