Luke 22:32 — Compare Translations

7 translations compared side by side

Odia - 1840
"ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭର ବିଶ୍ଵାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଶିମୋନ, ତୁମର ବିଶ୍ୱାସ ହ୍ରାସ ନ ହେବା ପାଇଁ ମୁଁ ପ୍ରାର୍ଥନା କରୁଛି। ମୋ’ ପ୍ରତି ତୁମର ବିଶ୍ୱସ୍ତତା ଫେରି ଆସିଲେ, ତୁମେ ତୁମ ଭାଇମାନଙ୍କୁ ଶକ୍ତିଶାଳୀ କରି ପାରିବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ୱାସ ଲୋପ ନ ହେଉ। ତୁମ୍ଭେମାନେ ମୋ’ ପାଖକୁ ଫେରି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ୱାସରେ ଦୃଢ଼ ହେବା ପାଇଁ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಸಿಮಾವ್, ತುಜೊ ವಿಶ್ವಾಸ್ ಹಾಲಿನಸ್ತಾನಾ ರ್‍ಹಾವ್‍ಸಾಟ್ನಿ ಮನುನ್ ಮಿಯಾ ಮಾಗ್ನಿ ಕರ್‍ಲಾ, ಅನಿ ತಿಯಾ ಮಾಜೆಕ್ಡೆ ಪರತಲ್ಲ್ಯಾ ತನ್ನಾ ತಿಯಾ ತುಜ್ಯಾ ಭಾವಾಕ್ನಿ ಧೈರೊ ದಿ”, ಮನುನ್ ಸಾಂಗಟ್ಲ್ಯಾನ್.