Luke 22:33 — Compare Translations
7 translations compared side by side
Odia - 1840
"କିନ୍ତୁ ପିତର ଯୀଶୁଙ୍କୁ କହିଲେ, ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ୟିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଉତ୍ତର ଦେଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ ବନ୍ଦୀଶାଳାକୁ ଯିବା ପାଇଁ ଓ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପିତର ଯୀଶୁଙ୍କୁ କହିଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ “ಧನಿಯಾ, ಮಿಯಾ ತುಜ್ಯಾಸಾಟಿ, ಬಂದಿಖಾನ್ಯಾತ್ ಜವ್ಕ್, ಅನಿ ತುಜೆಸಾಟ್ನಿ ಮರುಕ್ ಸೈತ್ ತಯಾರ್ ಹಾಂವ್” ಮನುನ್ ಜಬಾಬ್ ದಿಲ್ಯಾನ್.