Luke 22:34 — Compare Translations
7 translations compared side by side
Odia - 1840
"ଯୀଶୁ କିନ୍ତୁ କହିଲେ, ପିତର, ଆସନ୍ତା କାଲି ସକାଳେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମାେତେ ଜାଣିନାହଁ। ଏକଥା ତୁମ୍ଭେ ତିନିଥର କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ଵୀକାର କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ପିତର, ମୁଁ ତୁମକୁ କହୁଛି, ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ତିନି ଥର ମୋତେ ଅସ୍ୱୀକାର କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಪೆದ್ರುಕ್, ಮಿಯಾ ತುಕಾ ಸಾಂಗ್ತಾ, ಆಜ್ ರಾಚ್ಚೆ ತಿಯಾ, ಮಿಯಾ ಕೊನ್ ಮನುನುಚ್ ತುಕಾ ಗೊತ್ತ್ ನಾ, ಮನುನ್ ತಿನ್ದಾ ಸಾಂಗಿ ಪತರ್ ಕೊಂಬೊ ಭೊಕಿನಾ ಮನುನ್ ಸಾಂಗಟ್ಲ್ಯಾನ್.