Luke 22:35 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ପ୍ ରରେିତମାନଙ୍କୁ କହିଲେ, ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦବୋପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ୟୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟି ରେ ଅଭାବ ଥିଲା କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ ପଚାରିଲେ, “ମୁଁ ଯେତେବେଳେ ତୁମ୍ଭମାନଙ୍କୁ ସେ ସମୟରେ ଥଳୀ, ମୁଣି କିମ୍ବା ପାଦୁକା ବିନା ପଠାଇ ଥିଲି, ତୁମ୍ଭମାନଙ୍କର କିଛି ଅଭାବ ହୋଇଥିଲା କି?” ସେମାନେ ଉତ୍ତର ଦେଲେ, “ନା, କିଛି ହୋଇ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଅସୁବିଧା ପାଇଁ ପ୍ରସ୍ତୁତ ରୁହ ତା’ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କୁ କହିଲେ, “ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଜୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା?” ସେମାନେ କହିଲେ, କିଛି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ “ಮಿಯಾ ತುಮ್ಕಾ, ಪೈಸೆ ಘೆವ್ನಸ್ತಾನಾ, ಪಿಸ್ವಿ ಘೆವ್ನಸ್ತಾನಾ, ನಾ ಹೊಲ್ಯಾರ್, ಹೊನಾಯಾ ನಸ್ತಾನಾ, ಭಾಯ್ರ್ ಧಾಡುನ್ ದಿಲ್ಲೊ ತನ್ನಾ, ತುಮ್ಕಾ ಕಾಯ್ ತರ್ ಕಮಿ ಪಡಲ್ಲೆ ಕಾಯ್? ನಾ ಕಾಯ್ಬಿ ಕಮಿ ಪಡುಕ್ನಾ” ಮಟ್ಲ್ಯಾನಿ.