Luke 22:36 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖ ରେ ଟଙ୍କା କି ଥଳି ଥାଏ, ତବେେ ତାହା ନିଜ ସାଙ୍ଗ ରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନଥାଏ, ତବେେ ତୁମ୍ଭମାନେେ ନିଜର କୋଟ ମଧ୍ଯ ବିକିଦଇେ ଖଣ୍ଡା କିଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଗାଞ୍ଜିଆ ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ତକ ବିକି ଖଣ୍ତା କିଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “କିନ୍ତୁ ବର୍ତ୍ତମାନ ଯାହାର ଗୋଟିଏ ଥଳୀ କିମ୍ବା ମୁଣି ଅଛି; ସେ ତାହା ନେଉ ଓ ଯାହାର ଖଣ୍ଡା ନାହିଁ, ସେ ତା’ର ପୋଷାକ ବିକ୍ରୀ କରି ଗୋଟିଏ ଖଣ୍ଡା କିଣୁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖରେ ଟଙ୍କା କି ଥଳି ଥାଏ, ତେବେ ତାହା ନିଜ ସାଙ୍ଗରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନ ଥାଏ, ତେବେ ତୁମ୍ଭେମାନେ ନିଜର କୋଟ ମଧ୍ୟ ବିକିଦେଇ ଖଣ୍ଡା କିଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ବସ୍ତ୍ରଖଣ୍ଡକ ବିକି ଖଣ୍ଡା କିଣୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಖರೆ ಅತ್ತಾ, ಜೆ ಕೊನಾಕ್ಡೆ ಪೈಶಾಂಚಿ ಪಿಸ್ವಿ ನಾ ಹೊಲ್ಯಾರ್ ಕಾಯ್ಬಿ ಸಾಮಾನ್ ಘೆವ್ನ್ ಜಾತಲಿ ಪಿಸ್ವಿ ಹಾಯ್, ತೊ ತಿ ಘೆಂವ್ದಿ, ಅನಿ ಕೊನಾಕ್ಡೆ ಕೊಯ್ತೊ ನಾ, ತೊ ಅಪ್ನಾಚಿ ಅಂಗಿ ಇಕುನ್ ಎಕ್ ಕೊಯ್ತೊ ಇಕಾತ್ ಘೆಂವ್ದಿ.