Luke 22:37 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଅଧାର୍ମିକ-ମାନଙ୍କ ସହିତ ଗଣିତ ହେଲେ, ଏହି ଯେଉଁ ବାକ୍ୟ ଲେଖାଅଛି, ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ଯେଣୁ ମୋʼ ସମ୍ଵନ୍ଧୀୟ କଥା ସିଦ୍ଧ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୁଁ ତୁମ୍ଭମାନଙ୍କୁ କହୁଛି, ‘ସେ ଅପରାଧୀମାନଙ୍କ ସହ ସମଦଶା ଭୋଗ କଲେ’ ଧର୍ମଶାସ୍ତ୍ରରେ ଲିଖିତ ଏହି ଉକ୍ତି ମୋ’ଠାରେ ସଫଳ ହେବ; କାରଣ ମୋ’ ସମ୍ପର୍କରେ ଲିଖିତ ସମସ୍ତ ବିଷୟ ସଫଳ ହେବାକୁ ଯାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କହେ: ‘ଲୋକମାନେ କହିଲେ ଯେ ସେ ଜଣେ ଅପରାଧୀ।’ ଏହି ଶାସ୍ତ୍ରର ବାକ୍ୟ ନିଶ୍ଚୟ ଘଟିବ, ଏହା ମୋ’ ବିଷୟରେ ଲେଖାଥିଲା ଏବଂ ଏହା ଏବେ ଘଟୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಾ, ಪ್ರವಾದ್ಯಾಚೆ ಪುಸ್ತಕ್ “ತೆನಿ ಚೊರಾಂಚೆ ನಶಿಬ್ ಅಪ್ನಾ ವರ್ತಿ ಘೆಟ್ಲ್ಯಾನ್”. ಮನುನ್ ಸಾಂಗ್ತಾ ಹೆ, ಮಾಜ್ಯಾ ವಿಶಯಾತ್ ಸಾಂಗಲ್ಲೆ ಖರೆ ಹೊವ್ಕ್ ಪಾಜೆ. ಕಶ್ಯಾಕ್ ಮಟ್ಲ್ಯಾರ್, ಜೆ ಕಾಯ್ ಮಾಜ್ಯಾ ವಿಶಯಾತ್ ಲಿವಲ್ಲೆ ಹಾಯ್, ತೆ, ಖರೆ ಹೊವ್ಕುಚ್ ಪಾಜೆ.