Luke 22:39 — Compare Translations
7 translations compared side by side
Odia - 1840
"ଯୀଶୁ ଯୀରୂଶାଲମ ନଗର ଛାଡି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ସହିତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ନଗର ଛାଡ଼ି ତାଙ୍କର ଅଭ୍ୟାସ ଅନୁସାରେ ପ୍ରାର୍ଥନା କରିବା ପାଇଁ ଜୀତ ପର୍ବତକୁ ଗଲେ ଓ ଶିଷ୍ୟମାନେ ମଧ୍ୟ ତାଙ୍କ ସହିତ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପ୍ରେରିତମାନଙ୍କୁ ପ୍ରାର୍ଥନା କରିବାକୁ କହିଲେ ଯୀଶୁ ଯିରୁଶାଲମ ନଗର ଛାଡ଼ି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ସହିତ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸದ್ದಿಚ್ಯಾ ಬಾಸೆನ್ ಶಾರ್ ಸೊಡುನ್ ಒಲಿವ್ ಮಡ್ಡಿ ವರ್ತಿ ಗೆಲೊ, ಅನಿ ಶಿಸಾಬಿ ತೆಚ್ಯಾ ವಾಂಗ್ಡಾ ಗೆಲಿ.