Luke 22:4 — Compare Translations
7 translations compared side by side
Odia - 1840
"ୟିହୂଦା ଯାଇ ପ୍ରଧାନ ଯାଜକ ଓ ମନ୍ଦିରର ସନୋପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସମାନଙ୍କେ ହାତ ରେ ସମର୍ପଣ କରିବା ପାଇଁ ୟିହୂଦା ସମାନଙ୍କେ ସହିତ ଏକ ମନ୍ତ୍ରଣା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯାଇ, କି ଉପାୟରେ ତାହାଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହସ୍ତରେ ସମର୍ପଣ କରି ପାରେ, ତାହା ସେମାନଙ୍କ ସହିତ ପରାମର୍ଶ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମୁଖ୍ୟ ଯାଜକ ଓ ମନ୍ଦିର ମହାରକ୍ଷୀଙ୍କ ନିକଟକୁ ଯାଇ କିପରି ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବ, ଏ ବିଷୟରେ ମନ୍ତ୍ରଣା କଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଯାଇ ପ୍ରଧାନଯାଜକ ଓ ମନ୍ଦିରର ସେନାପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବା ପାଇଁ ଯିହୂଦା ସେମାନଙ୍କ ସହିତ ଏକ ମନ୍ତ୍ରଣା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಜುದಾಸ್ ಮುಖ್ಯ ಯಾಜಕಾನಿಕ್ನಿ, ಅನಿ ದೆವಾಚ್ಯಾ ಗುಡಿಚ್ಯಾ ರಾಕ್ವಾಲ್ಯಾಂಚ್ಯಾ ಅದಿಕಾರ್ಯಾಂಚ್ಯಾಕ್ಡೆ ಗೆಲೊ, ಜೆಜುಕ್ ಕಶೆ ಕರುನ್ ಧರುಕ್ ಹೊತಾ ಮನುನ್,ತೆನಿ, ತೆಂಚೆಕ್ಡೆ ಬೊಲ್ಲ್ಯಾನ್.