Luke 22:40 — Compare Translations

7 translations compared side by side

Odia - 1840
"ସଠାେରେ ପହଞ୍ଚି ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ ଏଥିପାଇଁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେହି ସ୍ଥାନରେ ପହଞ୍ଚି ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରୀକ୍ଷାରେ ନ ପଡ଼ିବାକୁ ପ୍ରାର୍ଥନା କର।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ପହଞ୍ଚି ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼ ଏଥିପାଇଁ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, “ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।”
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಜಾಗ್ಯಾವರ್ತಿ ಜಾವ್ನ್ ಪಾವಲ್ಲ್ಯಾ ತನ್ನಾ, ಜೆಜುಕ್ ಶಿಸಾಕ್ನಿ “ತುಮಿ ಪಾಪಾತ್ ಪಡ್ತಲ್ಯಾ ವಿಶಯಾತ್ನಿ " ಪಡಿನಸ್ತಾನಾ ರ್‍ಹಾವ್‍ಸಾಟ್ನಿ ಮಾಗ್ನಿ ಕರಾ”, ಮಟ್ಲ್ಯಾನ್.