Luke 22:42 — Compare Translations

7 translations compared side by side

Odia - 1840
" ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତବେେ ଦୁଃଖ 'ଯାତନାର ଏହି ପାନ ପାତ୍ର' ମାେ ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମାେ ଇଚ୍ଛା ରେ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, “ପିତା, ଯଦି ତୁମର ଇଚ୍ଛା ଥାଏ, ତେବେ ଏ ଦୁଃଖଦାୟକ ପାନପାତ୍ର ମୋ’ଠାରୁ ଦୂର କର। କିନ୍ତୁ ମୋର ଇଚ୍ଛା ନୁହେଁ, ମାତ୍ର ତୁମର ଇଚ୍ଛା ସଫଳ ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
“ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତେବେ ଦୁଃଖ ‘ଯାତନାର ଏହି ପାନପାତ୍ର’ ମୋ’ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମୋ’ ଇଚ୍ଛାରେ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।”
Odia IRV 2017 (ଓଡିଆ ବାଇବେଲ)
ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ, “ಬಾಬಾ, ತುಕಾ ಮನ್ ರ್‍ಹಾಲ್ಯಾರ್, ಹೆ ಕಸ್ಟಾಚೆ ಆಯ್ದಾನ್, ಮಾಜೆಕ್ನಾ ಧುರ್ ಕರ್, ಮಾಜ್ಯಾ ಮನಾ ಸರ್ಕೆ ನ್ಹಯ್, ತುಜ್ಯಾ ಮನಾಕ್ ಕಶೆ ದಿಸ್ತಾ ತಸೆ ಕರ್!” ಮಟ್ಲ್ಯಾನ್.