Luke 22:43 — Compare Translations

7 translations compared side by side

Odia - 1840
"ତା'ପରେ ସ୍ବର୍ଗରୁ ଜଣେ ଦୂତ ଆସି ଦଖାଦେେଲେ। ସହେି ସ୍ବର୍ଗଦୁତଙ୍କୁ ଯୀଶୁଙ୍କୁ ସାହାୟ୍ଯ କରିବା ପାଇଁ ପଠାଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସ୍ଵର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗରୁ ଜଣେ ଦୂତ ତାଙ୍କ ଆଗରେ ଉପସ୍ଥିତ ହେଲେ ଓ ତାଙ୍କୁ ଶକ୍ତି ପ୍ରଦାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ୱର୍ଗରୁ ଜଣେ ଦୂତ ଆସି ଦେଖାଦେଲେ। ସେହି ସ୍ୱର୍ଗଦୁତଙ୍କୁ ଯୀଶୁଙ୍କୁ ସାହାଯ୍ୟ କରିବା ପାଇଁ ପଠାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದೆವಾಚೊ ದುತ್ ಸರ್‍ಗಾ ವೈನಾ ಯೆಲೊ, ಅನಿ ತೆಕಾ ಧೈರೊ ದಿಲ್ಯಾನ್.