Luke 22:46 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଶାଇେ ପଡିଛ? ଉଠ ଓ ପରୀକ୍ଷା ରେ ନ ପଡିବାକୁ ତଥା ଶକ୍ତିଲାଭ ପାଇଁ ପାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛଣ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇଛ? ତୁମ୍ଭେମାନେ ପରୀକ୍ଷାରେ ନ ପଡ଼ିବା ଲାଗି ଉଠି ପ୍ରାର୍ଥନା କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ “ತುಮಿ ಕಶ್ಯಾಕ್ ನಿಜ್ಲ್ಯಾಶಿ? ಉಟಾ, ಅನಿ ಪಾಪಾತ್ನಿ ಪಡ್ತಲ್ಯಾ ವಿಶಯಾತ್ನಿ ತುಮಿ ಪಡಿನಸ್ತಾನಾ ರ್‍ಹಾವ್‍ಸಾಟ್ನಿ ಮಾಗ್ನಿ ಕರಾ”, ಮನುನ್ ಸಾಂಗಟ್ಲ್ಯಾನ್.