Luke 22:47 — Compare Translations

7 translations compared side by side

Odia - 1840
"ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସଠାେକୁ ଆସିଲେ। ବାରଜଣ ପ୍ ରରେିତଙ୍କ ମଧ୍ଯରୁ ଜଣେ ପ୍ ରରେିତ ସହେି ଲୋକମାନଙ୍କ ଦଳର ନତେୃତ୍ବ ନଇେଥିଲା। ସେ ଥିଲା ୟିହୂଦା। ଯୀଶୁଙ୍କୁ ଚୁମ୍ବନ ଦବୋ ପାଇଁ ୟିହୂଦା ଯୀଶୁଙ୍କ ପାଖକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ଵାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ଵନ କରିବାକୁ ତାହାଙ୍କ ପାଖକୁ ଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କଥା କହୁଥିବା ସମୟରେ ଦ୍ୱାଦଶ ଶିଷ୍ୟଙ୍କ ମଧ୍ୟରୁ ଯିହୂଦା ଦଳେ ଲୋକଙ୍କୁ ନେଇ ସେଠାରେ ଆସି ପହଞ୍ଚିଲା। ସେ ଯୀଶୁଙ୍କୁ ଚୁମ୍ବନ ଦେବାକୁ ଆଗେଇ ଆସିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବନ୍ଦୀ ହେଲେ ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସେଠାକୁ ଆସିଲେ। ବାରଜଣ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ସେହି ଲୋକମାନଙ୍କ ଦଳର ନେତୃତ୍ୱ ନେଇଥିଲା। ସେ ଥିଲା ଯିହୂଦା। ଯୀଶୁଙ୍କୁ ଚୁମ୍ବନ ଦେବା ପାଇଁ ଯିହୂଦା ଯୀଶୁଙ୍କ ପାଖକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅಜುನ್ ಬೊಲುನ್ಗೆತುಚ್ ಹೊತ್ತೊ, ತನ್ನಾ ಎಕ್ ಲೊಕಾಂಚೊ ಮೊಟೊ ತಾಂಡೊಚ್ ಥೈ ಯೆಲೊ, ಬಾರಾ ಶಿಸಾನಿತ್ಲ್ಯಾ ಜುದಾಸಾನ್ ತೆಂಕಾ ಘೆವ್ನ್ ಯೆಲ್ಲ್ಯಾನ್. ತೊ ಉಪ್ಪಾ ದಿವ್ಕ್ ಮನುನ್ ಜೆಜುಕ್ಡೆ ಯೆಲೊ.