Luke 22:49 — Compare Translations

7 translations compared side by side

Odia - 1840
"ଯୀଶୁଙ୍କର ଶିଷ୍ଯମାନେ ମଧ୍ଯ ସଠାେରେ ଠିଆ ହାଇେଥିଲେ। ଯାହା ଘଟୁଥିଲା, ସମାନେେ ସେ ସବୁ ଦେଖୁଥିଲେ, ସମାନେେ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭେ କ'ଣ ଆମ୍ଭର ଖଣ୍ଡାର ପ୍ରଯୋଗ କରିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କଅଣ ଘଟିବ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୋ, ଆମ୍ଭେମାନେ କʼଣ ଖଡ଼୍‍ଗରେ ଆଘାତ କରିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା ଘଟିବାକୁ ଯାଉଛି, ତାହା ଦେଖି ଯୀଶୁଙ୍କ ସହିତ ଥିବା ଶିଷ୍ୟମାନେ ପଚାରିଲେ, “ପ୍ରଭୁ, ଆମେ କ’ଣ ଖଣ୍ଡା ବାହାର କରିବା?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଶିଷ୍ୟମାନେ ମଧ୍ୟ ସେଠାରେ ଠିଆ ହୋଇଥିଲେ। ଯାହା ଘଟୁଥିଲା, ସେମାନେ ସେ ସବୁ ଦେଖୁଥିଲେ, ସେମାନେ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭେ କ’ଣ ଆମ୍ଭର ଖଣ୍ଡାର ପ୍ରୟୋଗ କରିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା?
Odia IRV 2017 (ଓଡିଆ ବାଇବେଲ)
ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಹೊತಲೆ ಬಗುನ್ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಶಿಸಾನಿ. ಜೆಜುಕ್, "ಧನಿಯಾ ಅಮಿ ಅಮ್ಚೆ ಕೊಯ್ತೆ ಕಾಡುಚೆ ಕಾಯ್?" ಮನುನ್ ಇಚಾರ್‍ಲ್ಯಾನ್.