Luke 22:5 — Compare Translations
7 translations compared side by side
Odia - 1840
"ଏଥି ରେ ଯାଜକମାନେ ଖୁସି ହାଇଗେଲେ। ଯୀଶୁଙ୍କୁ ସମାନଙ୍କେ ହାତ ରେ ଦଇେ ଦେଲେ ସମାନେେ ୟିହୂଦାକୁ ଅର୍ଥ ଦବୋପାଇଁ ପ୍ରତିଶ୍ରୁତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଖୁସିହୋଇ ତାକୁ ଟଙ୍କା ଦେବାକୁ ଚୁକ୍ତି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯାଜକମାନେ ଖୁସୀ ହୋଇଗଲେ। ଯୀଶୁଙ୍କୁ ସେମାନଙ୍କ ହାତରେ ଦେଇଦେଲେ ସେମାନେ ଯିହୂଦାକୁ ଅର୍ଥ ଦେବା ପାଇଁ ପ୍ରତିଶ୍ରୁତି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೈ ಕುಸಿ ಹೊಲೆ, ಅನಿ ಜುದಾಸಾಕ್ ಪೈಸೆ ದಿವ್ಕ್ ತೆನಿ ತಯಾರ್ ಹೊಲೆ.