Luke 22:50 — Compare Translations
7 translations compared side by side
Odia - 1840
"ଏବଂ ଜଣେ ଶିଷ୍ଯ ଖଣ୍ଡା ବ୍ଯବହାର କଲା। ମହାୟାଜକଙ୍କର ଚାକରର ଡାହାଣ କାନଟି ସେ କାଟି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର ଡାହାଣ କାନ କାଟି ପକାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ସେମାନଙ୍କ ମଧ୍ୟରୁ ଜଣେ ପ୍ରଧାନ ଯାଜକଙ୍କ ଦାସର ଡ଼ାହାଣ କାନ କାଟି ପକାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಚ್ಯಾತ್ಲ್ಯಾ ಎಕ್ಲ್ಯಾನ್ ಮಹಾ ಯಾಜಕಾಚ್ಯಾ ಎಕ್ಲ್ಯಾ ಆಳಾಚ್ಯಾ ಕಾನಾಕ್ ಮಾರುನ್, ತೆಚೊ ಉಜ್ವೊ ಕಾನುಚ್ ಕಾತರ್ಲ್ಯಾನ್.