Luke 22:52 — Compare Translations
7 translations compared side by side
Odia - 1840
"ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ତାଙ୍କୁ ଧରିବା ପାଇଁ ଆସିଥିବା ମୁଖ୍ୟ ଯାଜକ, ମନ୍ଦିର ମହାରକ୍ଷୀ ଓ ଧର୍ମନେତାମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଦସ୍ୟୁ ଯେ ତୁମେ ଖଣ୍ଡା ଓ ବାଡ଼ି ନେଇ ଆସିଛ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, ಅಪ್ನಾಕ್ ಧರುನ್ ಘೆವ್ನ್ ಜಾವ್ಕ್ ಯೆಲ್ಲ್ಯಾ, ಮುಖ್ಯ ಯಾಜಕಾಕ್ನಿ, ಅನಿ ದೆವಾಚಿ ಗುಡಿ ರಾಕ್ತಲ್ಯಾ ಅದಿಕಾರ್ಯಾಕ್ನಿ, ಅನಿ ಜಾನ್ತ್ಯಾಕ್ನಿ “ಎಕ್ ಚೊರಾಕ್ ಧರುಕ್ ಯೆಲ್ಯಾ ಸರ್ಕೆ, ಕೊಯ್ತೆ, ಅನಿ ಟೊನೆ ಘೆವ್ನ್ ಯೆಲ್ಯಾಶಿ?