Luke 22:53 — Compare Translations
7 translations compared side by side
Odia - 1840
"ମନ୍ଦିର ରେ ମୁଁ ପ୍ରେତ୍ୟକକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭମାନେେ ମାେତେ ସଠାେରେ ବନ୍ଦୀ କରିନବୋକୁ କାହିଁକି ଚେଷ୍ଟା କଲନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତବେେଳେ ଅନ୍ଧକାର ରାଜତ୍ବ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋʼ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ, କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିଲି, କିନ୍ତୁ ତୁମ୍ଭେମାନେ ସେତେବେଳେ ମୋତେ ଧରିଲ ନାହିଁ, ଏହିକ୍ଷଣି ତୁମ୍ଭମାନଙ୍କର ସମୟ ଆସିଛି, କାରଣ ବର୍ତ୍ତମାନ ଅନ୍ଧକାରର ରାଜତ୍ୱ।”
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରରେ ମୁଁ ପ୍ରତ୍ୟେକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭେମାନେ ମୋତେ ସେଠାରେ ବନ୍ଦୀ କରିନେବାକୁ କାହିଁକି ଚେଷ୍ଟା କଲ ନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତେବେଳେ ଅନ୍ଧକାର ରାଜତ୍ୱ କରିଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಸದ್ದಿಚ್ ದೆವಾಚಿ ಗುಡಿ ತುಮ್ಚ್ಯಾ ವಾಂಗ್ಡಾಚ್ ರ್ಹಾಯ್, ಖರೆ ತುಮಿ ಮಾಕಾ ಧರುಕ್ನ್ಯಾಶಿ. ಖರೆ ಕಾಳೊಕ್ ಅಪ್ನಾಚೊ ರಾಜ್ ಚಾಲ್ವುತಲೊ ಎಳ್ ಹ್ಯೊ, ತುಮ್ಚೊ ಎಳ್ ಹ್ಯೊ”, ಮಟ್ಲ್ಯಾನ್.