Luke 22:54 — Compare Translations
7 translations compared side by side
Odia - 1840
"ସମାନେେ ଯୀଶୁଙ୍କ ବନ୍ଦୀ କରି ମହାୟାଜକଙ୍କ ଘର ଭିତରକୁ ନଇଗେଲେ। ପିତର ସମାନଙ୍କେ ପେଛପେଛ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ତାହାଙ୍କୁ ଧରି ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କୁ ଗିରଫ କରି ତାଙ୍କୁ ପ୍ରଧାନ ଯାଜକଙ୍କ ଘରକୁ ନେଇଗଲେ; ପିତର କିଛି ଦୂରରେ ଥାଇ ତାଙ୍କ ପଛେ ପଛେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଜାଣିଛନ୍ତି ବୋଲି କହିବାକୁ ପିତରଙ୍କ ଭୟ ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಕ್ ಧರ್ಲ್ಯಾನಿ, ಅನಿ ಎಗ್ದಮ್ ಮಹಾ ಯಾಜಕಾಚ್ಯಾ ಘರಾಕ್ ಘೆವ್ನ್ ಗೆಲ್ಯಾನಿ, ಅನಿ ಪೆದ್ರುಬಿ ಧುರ್ -ಧುರ್ನಾಚ್ ಜೆಜುನ್ ಧರುನ್ ನ್ಹೆಲ್ಲ್ಯಾಕ್ಡೆ ಯೆಲೊ.