Luke 22:55 — Compare Translations
7 translations compared side by side
Odia - 1840
"ସୈନ୍ଯମାନେ ଅଗଣା ମଝି ରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ଯ ସମାନଙ୍କେ ସହିତ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପ୍ରାଙ୍ଗଣର ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ, ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରାଙ୍ଗଣ ମଝିରେ ନିଆଁ ଜାଳି ତା’ ଚାରିପଟେ ବସିଥିବା ଲୋକମାନଙ୍କ ସହିତ ପିତର ଯୋଗ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ଅଗଣା ମଝିରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ୟ ସେମାନଙ୍କ ସହିତ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପ୍ରାଙ୍ଗଣ ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ದಾರಾತ್ ಮಟ್ಮದ್ದಿ, ಎಕ್ ಧುಮಿ ಘಾಟಲ್ಲಿ ಹೊತ್ತಿ, ಅನಿ ಪೆದ್ರು ತ್ಯಾ ಧುಮಿಚ್ಯಾ ಭೊತ್ಯಾನಿ ಹೊತ್ತ್ಯಾ ಲೊಕಾತ್ನಿ ಜಾವ್ನ್ ಬಸ್ಲೊ.