Luke 22:56 — Compare Translations
7 translations compared side by side
Odia - 1840
"ଜଣେ ଦାସୀ ପିତରଙ୍କୁ ସଠାେରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅ ରେ ଦେଖିପାରିଲା। କନ୍ଯାଦାସୀଟି ମନ ଧ୍ଯାନ ଦଇେ ପିତରଙ୍କ ମୁହଁକୁ ଚାହିଁଲା। ତା'ପରେ ସେ କହିଲା, ଏ ଲୋକ ମଧ୍ଯ ତାହାଙ୍କ ସହିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଣେ ଦାସୀ ତାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଦାସୀ ତାଙ୍କୁ ନିଆଁ ପାଖରେ ବସି ଥିବାର ଦେଖି, ତାଙ୍କୁ ଅନାଇ କହିଲା, “ଏହି ଲୋକଟି ମଧ୍ୟ ଯୀଶୁଙ୍କ ସହିତ ଥିଲେ!”
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଦାସୀ ପିତରଙ୍କୁ ସେଠାରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅରେ ଦେଖି ପାରିଲା। କନ୍ୟାଦାସୀଟି ମନ ଧ୍ୟାନ ଦେଇ ପିତରଙ୍କ ମୁହଁକୁ ଗ୍ଭହିଁଲା। ତା’ପରେ ସେ କହିଲା, “ଏ ଲୋକ ମଧ୍ୟ ତାହାଙ୍କ ସହିତ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಆಗಿಕ್ಡೆ ಬಸಲ್ಲ್ಯಾ ಪೆದ್ರುಕ್ ಎಕ್ ಕಾಮಾಚ್ಯಾ ಬಾಯ್ಕೊಮನ್ಸಿನ್ ಬಗಟ್ಲಿನ್, ತೆನಿ ತೆಕಾ ಬರೆ ಕರುನ್ ಬಗುನ್ “ಹ್ಯೊ, ಮಾನುಸ್ಬಿ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತೊ!” ಮಟ್ಲಿನ್.