Luke 22:57 — Compare Translations
7 translations compared side by side
Odia - 1840
"କିନ୍ତୁ ପିତର ଏକଥା ଅସ୍ବୀକାର କଲେ। ସେ କହିଲେ, ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଅସ୍ଵୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପିତର ଅସ୍ୱୀକାର କରି କହିଲେ, “ନା, ମୁଁ ତାଙ୍କୁ ଆଦୌ ଜାଣେ ନାହିଁ!”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପିତର ଏ କଥା ଅସ୍ୱୀକାର କଲେ। ସେ କହିଲେ, “ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪೆದ್ರುನ್ ತ್ಯಾ ಬಾಯ್ಕೊಮನ್ಸಿಕ್ “ಬಾಯಿ ತೊ ಕೊನ್ ಮನುನ್ ಸೈತ್ ಮಾಕಾ ಗೊತ್ತ್ ನಾ!” ಮಟ್ಲ್ಯಾನ್.