Luke 22:58 — Compare Translations

7 translations compared side by side

Odia - 1840
"ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ସମୟ ପରେ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ତୁମେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ!” କିନ୍ତୁ ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।”
Odia Bible ERV 2004 (ପବିତ୍ର ବାଇବଲ)
ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ୟରୁ ତୁମ୍ଭେ ମଧ୍ୟ ଜଣେ।” କିନ୍ତୁ ପିତର କହିଲେ, “ନା, ମୁଁ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಉಲ್ಲೊ ಎಳ್ ಹೊಲ್ಲ್ಯಾ ಮಾನಾ, ಎಕ್ ಘೊಮನ್ಸಾನ್ ಪೆದ್ರುಕ್ ಬಗಟ್ಲ್ಯಾನ್, ಅನಿ ತಿಯಾಬಿ ಎಕ್ಲೊ ತೆಂಚ್ಯಾತ್ಲೊಚ್! ಮಟ್ಲ್ಯಾನ್. ಖರೆ ಪೆದ್ರುನ್, “ಅರೆ ಬಾಬಾ, ಮಿಯಾ ತೆಂಚ್ಯಾತ್ಲೊ ನ್ಹಯ್!” ಮಟ್ಲ್ಯಾನ್.