Luke 22:6 — Compare Translations

7 translations compared side by side

Odia - 1840
"ୟିହୂଦା ରାଜି ହେଲା। ସେ ଯୀଶୁଙ୍କୁ ଯାଜକମାନଙ୍କ ହାତ ରେ ଧ ରଇେ ଦବୋପାଇଁ ଗୋଟିଏ ସୁଯୋଗର ଅପେକ୍ଷା ରେ ରହିଲା। ୟିହୂଦା ଚାହୁଁଥିଲା ଯେ, ଯେତବେେଳେ କୌଣସି ଲୋକ ଉପସ୍ଥିତ ନଥିବେ, ସେ ସତେିକି ବେଳେ ଏ କାମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସମ୍ମତ ହୋଇ ଲୋକସମୂହର ଅସାକ୍ଷାତରେ ତାହାଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୂଦା ଏଥିରେ ରାଜି ହେଲା ଏବଂ ଲୋକଙ୍କ ଅଜ୍ଞତାରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବାର ଗୋଟିଏ ଭଲ ସୁଯୋଗ ଖୋଜିବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ରାଜି ହେଲା। ସେ ଯୀଶୁଙ୍କୁ ଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ଗୋଟିଏ ସୁଯୋଗର ଅପେକ୍ଷାରେ ରହିଲା। ଯିହୂଦା ଗ୍ଭହୁଁଥିଲା ଯେ, ଯେତେବେଳେ କୌଣସି ଲୋକ ଉପସ୍ଥିତ ନ ଥିବେ, ସେ ସେତିକିବେଳେ ଏ କାମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಜುದಾಸ್ ಲೊಕಾಕ್ನಿ ಕಳಿನಸ್ತಾನಾ, ಜೆಜುಕ್ ತೆಂಚ್ಯಾ ಹಾತಿತ್ ಧರುನ್ ದಿತಲೊ ಅವ್ಕಾಸ್ ಹುಡ್ಕುನ್ಗೆತ್ ಹೊತ್ತೊ.