Luke 22:61 — Compare Translations

7 translations compared side by side

Odia - 1840
"ତାପରେ ପ୍ରଭୁ ବୁଲିପଡି ପିତରଙ୍କୁ ଏକ ଲୟ ରେ ଚାହିଁଲେ। ପିତରଙ୍କର ମନେ ପଡିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, ସକଳେେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣି ନାହଁ ବୋଲି ତିନିଥର କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ବୁଲି ପଡ଼ି ଏକ ଦୃଷ୍ଟିରେ ପିତରଙ୍କୁ ଅନାଇଲେ ଏବଂ ପ୍ରଭୁ ତାଙ୍କୁ ଯାହା କହିଥିଲେ, ତାହା ତାଙ୍କର ମନେ ପଡ଼ିଲା - “ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ମୋତେ ତିନିଥର ଅସ୍ୱୀକାର କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକ ଲୟରେ ଗ୍ଭହିଁଲେ। ପିତରଙ୍କର ମନେ ପଡ଼ିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, “ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಪರತ್ಲೊ, ಅನಿ ಸಿದಾ ಪೆದ್ರುಕ್ ಬಗಟ್ಲ್ಯಾನ್, ಅನಿ ಪೆದ್ರುಕ್, ಧನಿಯಾನ್ “ಆಜ್ ರಾಚ್ಚೆ ಕೊಂಬೊ ಭೊಕುಚ್ಯಾ ಅದ್ದಿ ತಿನ್ ದಾ ತಿಯಾ ಮಾಕಾ ವಳ್ಕಿಚ್‍ ನೈ, ಮನುನ್ ಸಾಂಗ್ತೆ” ಮನುನ್ ಸಾಂಗಟಲ್ಲ್ಯಾ ಗೊಸ್ಟಿಚಿ ಯಾದ್ ಯೆಲಿ.